Masthead

ପାରିବାରିକ କଳହର କରୁଣ ପରିଣତି

ଆସିକା (ବଡ଼ ଖବର ବ୍ୟୁରୋ): ପାରିବାରିକ କଳହରୁ ୩ଛୁଆଙ୍କୁ ନେଇ ଆତ୍ମହତ୍ୟା ଉଦ୍ୟମ କଲା ମା’ । ଶେରଗଡ଼ ବ୍ଲକ ଲାଉଗୁଡ଼ା ଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ୩ ଛୁଆକୁ ନେଇ କୂଅକୁ ଡେଇଁଲା ମା’ । ସାନଝିଅ ଓ ପୁଅର ମୃତଦେହ ଉଦ୍ଧାର କଲେ ଅଗ୍ନିଶମ ବାହିନୀ । ମା’ ଓ ବଡ଼ଝିଅକୁ ଜୀବିତ ଉଦ୍ଧାର କରିଛନ୍ତି ଗ୍ରାମବାସୀ । ମହିଳା ଜଣଙ୍କ ନିଜ ଜିଭ କାଟିଥିବା ସୂଚନା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି