Masthead

ଦୁଇ ପୁଅକୁ ମାରି ଆତ୍ମହତ୍ୟା କଲା ମା’

କେନ୍ଦୁଝର(ବଡ ଖବର ବ୍ୟୁରୋ): ଦୁଇ ଶିଶୁ ପୁତ୍ରର ହତ୍ୟାକରି ନିଜେ ଆତ୍ମହତ୍ୟା କଲା ମା’ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଡୁରୁକୁଳିଆ ଗାଁରେ । ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି ପୋଲିସ୍ । ମୃତ ମହିଳା ହେଲେ ଭୀମସେନ ନାୟକଙ୍କ ସ୍ତ୍ରୀ କ୍ଷଣପ୍ରଭା ନାୟକ । କ୍ଷଣପ୍ରଭା ନିଜର ସାଢ଼େ ୩ ବର୍ଷର ଶିଶୁପୁତ୍ର ଓ ଅନ୍ୟଜଣେ ୨ ବର୍ଷର ଶିଶୁପୁତ୍ରଙ୍କର ତଣ୍ଟିଚିପି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।

ସୂଚନା ମୁତାବକ କ୍ଷଣପ୍ରଭାଙ୍କର ବଡ଼ଝିଅ ଆଜି ସ୍କୁଲରୁ ଫେରି ଘରର କବାଟ ବନ୍ଦ ଥିବା ଦେଖିଥିଲେ ପାଖ ପଡୋଶୀଙ୍କୁ ଜଣାଇ ଥିଲା । ତେବେ ବାରମ୍ବାର ଡାକିଲା ପରେ ବି କବାଟ ନ ଖୋସିବାରୁ ଗାଁ ଲୋକ ଛପର ଖୋଲି ଦେଖିଲା ବିଳକୁ ୩ ଜଣଙ୍କର ମୃତ୍ୟୁ ଶରିରକୁ ଦେଖିଲେ । ତେବେ ସେତିକି ବେଳେ କ୍ଷଣପ୍ରଭାଙ୍କ ସ୍ଵାମୀ ଭୀମସେନ ଜମିକୁ ଚାଷ କରିବାକୁ ଯାଇଥିବା ବେଳେ, ଶ୍ବଶୁର କେନ୍ଦୁଝର ଯାଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ