Masthead

ମହିଷାମର୍ଦ୍ଦିନୀ ବେଶରେ ଦର୍ଶନ ଦେବେ ମା’ ଶାରଳା

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ମହାମାୟାଙ୍କ ମହାସପ୍ତମୀ ପୂଜା । ନିରାଡ଼ମ୍ବରରେ ମଣ୍ଡପରେ ଚାଲିଛି ପୂଜାର୍ଚ୍ଚନା । ଭକ୍ତ ଓ ମାଆଙ୍କ ମଧ୍ୟରେ ପ୍ରତିବନ୍ଧକ ସାଜିଛି କରୋନା । ମଣ୍ଡପ ଗୁଡ଼ିକରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଆଜି ବିଭିନ୍ନ ଶକ୍ତି ପୀଠରେ ପାଳିତ ହେଉଛି ପବିତ୍ର ମହାଷ୍ଟମୀ । ଜଗତସିଂହପୁର ଜିଲ୍ଲା ଝଙ୍କଡ଼ ସ୍ଥିତ ମା’ ଶାରଳାଙ୍କ ପୀଠରେ ପାଳିତ ହେଉଛି ମହାଷ୍ଟମୀ । ଆଜି ମା ଶାରଳା ମହିଷାମର୍ଦ୍ଦନୀ ବେଶରେ ସୁସଜିତ ହେବା ସହ ମା’ଙ୍କ ନିକଟରେ ୧୦୮ ପଣା ହାଣ୍ଡି ବଳି ପ୍ରଦାନ କରାଯିବ ।

ତେବେ ଆଜି ମନ୍ଦିରରେ ଭିଡ଼କୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣ ବ୍ୟାପିବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଆଜି ଠାରୁ ତିନି ଦିନ ପର୍ଯ୍ୟନ୍ତ ମା’ଙ୍କ ପୀଠରେ ୧୪୪ ଧାରା ଜାରି କରାଯାଇଛି । ଫଳରେ ଶ୍ରଦ୍ଧାଳୁ ମାନଙ୍କ ମନ୍ଦିର ପ୍ରବେଶ ଉପରେ ରୋକ ଲଗାଯାଇଥିବା ଯୋଗୁ ଆଜି ଦିନରେ ମା’ଙ୍କ ଦର୍ଶନ ପାଇଁ ଆଶାୟୀ ଥିବା ଶ୍ରଦ୍ଧାଳୁମାନେ ନିରାଶ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ