Masthead

କାଶୀ ସହ ମୋ ସମ୍ପର୍କ ଅଦ୍ଭୁତ, ଅବିଚ୍ଛେଦ୍ୟ: ମୋଦି

ବାରଣାସୀ (ବଡ଼ ଖବର ବ୍ୟୁରୋ): ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରାଣସୀ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବା  ପୂର୍ବରୁ ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ଏକ ଭିଡିଓ ସେୟାର କରିଛନ୍ତି  । ଯେଉଁଥିରେ କାଶୀ ସହ ତାଙ୍କର ମାଆ ପୁଅର ସମ୍ପର୍କ ଥିବା କହିଛନ୍ତି । ବର୍ତ୍ତମାନ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ପ୍ରଧାନମନ୍ତ୍ରୀ ମୋଦି ଏହି ଭିଡିଓ ସେୟାର କରି କ୍ୟାପସନରେ ଲେଖିଛନ୍ତି, ‘ଆଜି ୧୦ ବର୍ଷ ପରେ ଅନୁଭବ ହେଉଛି ଯେମିତି ମାତା ଗଙ୍ଗା ମୋତେ କୋଳେଇ ନେଇଛନ୍ତି । କାଶୀ ସହ ମୋ ସମ୍ପର୍କ ଅଦ୍ଭୁତ, ଅବିଚ୍ଛେଦ୍ୟ ଏବଂ ତୁଳନାତ୍ମକ ନୁହେଁ । ଏହାକୁ ଶବ୍ଦରେ ବ୍ୟାଖ୍ୟା କରାଯାଇପାରିବ ନାହିଁ !’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ