Masthead

ବିଏସପି ସାଂସଦ ଅଫଜଲ ଅନସାରୀଙ୍କ ସଦସ୍ୟ ପଦ ରଦ୍ଦ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଫଜଲ ଅନସାରୀଙ୍କ ସଦସ୍ୟ ପଦ ରଦ୍ଦ । ହତ୍ୟା ଓ ଅପହରଣ ମାମଲାରେ ବହୁଜନ ସମାଜ ପାର୍ଟି ସାଂସଦ ଅଫଜଲ ଅନସାରୀ ଦୋଷୀ ସାବ୍ୟସ୍ତ ହବୋ ପରେ ତାଙ୍କର ସଦସ୍ୟ ପଦ ରଦ୍ଦ ହୋଇଛି । ଏକ ଏମପି-ଏମଏଲଏ କୋର୍ଟ ସାଂସଦ ଅଫଜଲ ଅନସାରୀଙ୍କୁ ୪ ବର୍ଷ ଦଣ୍ଡାଦେଶ ଶୁଣାଇଥିଲେ । ଉତ୍ତରପ୍ରଦେଶର ବିଜେପି ବିଧାୟକ କୃଷ୍ଣାନନ୍ଦ ରାୟ ହତ୍ୟାକାଣ୍ଡ ଏବଂ ବ୍ୟବସାୟୀ ନନ୍ଦକିଶୋର ରୁଙ୍ଗଟା କିଡନାପ ପରେ ମୁଖତାର ଅନସାରୀ ଓ ଭାଇ ଅଫଜଲ ବିରୋଧରେ ଗ୍ୟାଙ୍ଗଷ୍ଟର ଆଇନ ଲାଗିଥିଲା । ପୂର୍ବରୁ ଗ୍ୟାଙ୍ଗଷ୍ଟର ମାମଲାରେ ମୁଖତାରଙ୍କୁ ଗାଜିପୁର ଏମପି/ଏମଏଲଏ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ । କୋର୍ଟ ତାଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ । କୋର୍ଟ ତାଙ୍କ ଉପରେ ୫ ଲକ୍ଷ ଟଙ୍କାର ଜରିମାନା ମଧ୍ୟ ଲଗାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ