Masthead

ପରଲୋକରେ ସବୁଜ ବିପ୍ଳବର ଜନକ ଏମ୍ ଏସ୍ ସ୍ୱାମୀନାଥନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆରପାରିରେ ‘ସବୁଜ ବିପ୍ଳବ’ର ଜନକ ଏମ୍ ଏସ୍ ସ୍ୱାମୀନାଥନ । ୯୮ ବର୍ଷ ବୟସରେ ଚେନ୍ନାଇଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପ୍ରସିଦ୍ଧ ଭାରତୀୟ କୃଷି ବିଜ୍ଞାନୀ ଥିଲେ ଏମ୍ ଏସ୍ ସ୍ୱାମୀନାଥନ । ସ୍ୱାମୀନାଥନଙ୍କୁ ‘ସବୁଜ ବିପ୍ଳବ’ର ଜନକ ବୋଲି କୁହାଯାଏ । ମାନକୋମ୍ବୁ ସାମ୍ବାସିଭାନ ସ୍ୱାମୀନାଥନ ବିଶିଷ୍ଟ ଜେନେଟିକ ତଥା କୃଷି ବୈଜ୍ଞାନିକ । ଯିଏ ‘ସବୁଜ ବିପ୍ଳବ’ ମାଧ୍ୟମରେ ଭାରତୀୟ କୃଷିକୁ ପରିବର୍ତ୍ତନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ