Masthead

ଏମଏସଏମ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ବାଜିମାରିନେଲା ବାଲୁଗାଁ

ବାଣପୁର(ବଡ଼ ଖବର ବ୍ୟୁରୋ): ସନରାଇଜ କ୍ଲବ ଓଡଗାଁ ଆନୁକୂଲ୍ୟରେ ସ୍ଥାନୀୟ ହାଇସ୍କୁଲ ପଡିଆରେ ମଧୁସୂଦନ ମେମୋରିଆଲ ୨୫ତମ ଜିଲ୍ଲାସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ଖୋର୍ଦ୍ଧା, ଭୁବନେଶ୍ୱର, ନୟାଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ୮ଟି ଦଳ ଯୋଗ ଦେଇଛନ୍ତି । ଉଦଘାଟିତ ମ୍ୟାଚରେ ଏକ ପ୍ରତିଦ୍ୱନ୍ଦ୍ୱିତା ମୂଳକ ମ୍ୟାଚରେ ବାଲୁଗାଁର ଲିଜେଣ୍ଡ ଇଲେଭେନ ବାଣପୁରର ଇଲେଭେନ ଷ୍ଟାରକୁ ହରାଇ ବିଜୟ ହାସଲ କରିଛି । ଉଦ୍ଘାଟନ ଦିବସରେ ସ୍ଥାନୀୟ ସରପଞ୍ଚ ଦୀପକ ପ୍ରଧାନ ମୁଖ୍ୟ ଅତିଥି ଓ ବିଭୁତି ପରିଡା ସମ୍ମାନନୀୟ ଅତିଥି ଭାବେ ମ୍ୟାଚ ଉଦଘାଟନ କରିଥିଲେ । ଖେଳ ପରିଚାଳନା ରଞ୍ଜୀତ ପରିଡା ଓ ପ୍ରଦୀପ ପ୍ରଧାନ କରିଥିଲେ । ସନ୍ସାଇନ କ୍ଳବର କର୍ମକର୍ତ୍ତା ରାମ ପରିଡା, ପ୍ରିୟରଞ୍ଜନ ପ୍ରଧାନ ଓ ସନ୍ତୋଷ ପ୍ରଧାନ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ