Masthead

କଟକ ଶିଶୁଭବନ ପରିଦର୍ଶନ କରିଛନ୍ତି ମହମ୍ମଦ ମୋକିମ୍

କଟକ(ବଡ଼ ଖବର ବ୍ୟୁରୋ): ଆଜି କଟକ ଶିଶୁ ଭବନ ପରିଦର୍ଶନ କରିଛନ୍ତି ମହମ୍ମଦ ମୋକିମ୍ । ନିର୍ମାଣଧୀନ କାର୍ଯ୍ୟର ସ୍ଥିତି ପରଖିବା ସହ ସୁପରିଟେଣ୍ଡେଣ୍ଟେଙ୍କ ସହ ଆଲୋଚନା କରିଛନ୍ତି । ଓଡିଶାରେ ଶିଶୁ ମାନଙ୍କ ଚିକିତ୍ସା ପାଇଁ କଟକ ଶିଶୁ ଭବନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ । ଓଡିଶାର କୋଣ ଅନୁକୋଣରୁ ଶିଶୁମାନେ ଚିକିତ୍ସା ପାଇଁ ଶିଶୁ ଭବନ ଆସନ୍ତି । ତେଣୁ ଶିଶୁୁ ଭବନର କାର୍ଯ୍ୟ କିଭଳି ଶୀଘ୍ର ସମାପ୍ତ ହେବ ସେ ନେଇ ବିଭାଗୀୟ କର୍ତ୍ତୁପକ୍ଷଙ୍କ ସହ ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା