Masthead

‘ଶରଦଙ୍କୁ କେଉଁ ପଦବୀରୁ କଢା ଯାଇଛି ମୁଁ ଜାଣି ନାହିଁ’

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ମହାଡ୍ରାମା । ଘଡିକେ ଛୁଟୁଛି ଘୋଡ଼ା । ଦାଦା ବନାମ ପୁତୁରା ଲଢେଇ କେତେବେଳେ କେଉଁ ମୋଡ଼ ନେଉଛି ତାହା ଜଣାପଡ଼ୁନାହିଁ । ଏକ ସାକ୍ଷାତକାରରେ ଏନସିପି ସାଂସଦ ଉମେଶ ପାଟିଲ କହିଛନ୍ତି ଶରଦ ପାୱାରଙ୍କୁ କେଉଁ ବୈଠକରେ ଶୀର୍ଷ ପଦବୀରୁ ହଟାଇ ଦିଆଯାଇଛି ମୁଁ ଜାଣି ନାହିଁ। ଶୁକ୍ରବାର ହୋଇଥିବା ବୈଠକ ବିଷୟରେ ମୋତେ କୌଣସି ସୂଚନା ଦିଆଯାଇନାହିଁ। ମୁଁ ସେହି ସଭାରେ ଉପସ୍ଥିତ ନଥିଲି।

ଯାହାକୁ ନେଇ ଆପ୍ ସାଂସଦ ସଞ୍ଜୟ ସିଂ କହିଛନ୍ତି ମହାରାଷ୍ଟ୍ରରେ କି ନାଟକ ଚାଲିଛି। ଅଜିତ ପାୱାର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ଦୁଇ ଦିନ ପୂର୍ବରୁ ସେ ଏନସିପି ସଭାପତି ଭାବେ ନିର୍ବାଚିତ ହୋଇଥିବା ନେଇ କହିଛନ୍ତି। କେବଳ ଏତିକି ନୁହେଁ ଦଳୀୟ ଚିହ୍ନକୁ ଦାବି କରିବାକୁ ସେ ନିର୍ବାଚନ ଆୟୋଗଙ୍କ ନିକଟରେ ଫେରାଦ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ