Masthead

‘ଶରଦଙ୍କୁ କେଉଁ ପଦବୀରୁ କଢା ଯାଇଛି ମୁଁ ଜାଣି ନାହିଁ’

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ମହାଡ୍ରାମା । ଘଡିକେ ଛୁଟୁଛି ଘୋଡ଼ା । ଦାଦା ବନାମ ପୁତୁରା ଲଢେଇ କେତେବେଳେ କେଉଁ ମୋଡ଼ ନେଉଛି ତାହା ଜଣାପଡ଼ୁନାହିଁ । ଏକ ସାକ୍ଷାତକାରରେ ଏନସିପି ସାଂସଦ ଉମେଶ ପାଟିଲ କହିଛନ୍ତି ଶରଦ ପାୱାରଙ୍କୁ କେଉଁ ବୈଠକରେ ଶୀର୍ଷ ପଦବୀରୁ ହଟାଇ ଦିଆଯାଇଛି ମୁଁ ଜାଣି ନାହିଁ। ଶୁକ୍ରବାର ହୋଇଥିବା ବୈଠକ ବିଷୟରେ ମୋତେ କୌଣସି ସୂଚନା ଦିଆଯାଇନାହିଁ। ମୁଁ ସେହି ସଭାରେ ଉପସ୍ଥିତ ନଥିଲି।

ଯାହାକୁ ନେଇ ଆପ୍ ସାଂସଦ ସଞ୍ଜୟ ସିଂ କହିଛନ୍ତି ମହାରାଷ୍ଟ୍ରରେ କି ନାଟକ ଚାଲିଛି। ଅଜିତ ପାୱାର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ଦୁଇ ଦିନ ପୂର୍ବରୁ ସେ ଏନସିପି ସଭାପତି ଭାବେ ନିର୍ବାଚିତ ହୋଇଥିବା ନେଇ କହିଛନ୍ତି। କେବଳ ଏତିକି ନୁହେଁ ଦଳୀୟ ଚିହ୍ନକୁ ଦାବି କରିବାକୁ ସେ ନିର୍ବାଚନ ଆୟୋଗଙ୍କ ନିକଟରେ ଫେରାଦ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ