Masthead

ଆଜିଠୁ ବନ୍ଦ ରହିବ ମୁକ୍ତାକାଶ ବିହଙ୍ଗ ବିହାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନନ୍ଦନକାନନରେ ଆଜି ଠାରୁ ମୁକ୍ତାକାଶ ବିହଙ୍ଗ ବିହାର ପର୍ଯ୍ୟଟକଙ୍କ ପାଇଁ ବନ୍ଦ । ବ।ର୍ଡ଼ଫ୍ଲୁ ହେବା ଆଶଙ୍କା କରି କର୍ତ୍ତୃପକ୍ଷ ନେଇଛନ୍ତି ଆଗୁଆ ପଦକ୍ଷେପ । ଏଠାରେ ଖୋଲ।ରେ ବିଚରଣ କରୁଥିବା ପକ୍ଷୀମାନଙ୍କ ସହ ପର୍ଯ୍ୟଟକ ସିଧା ସଳଖ ସଂସ୍ପର୍ଶରେ ଆସୁଥିବାରୁ ସେମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ନିଆ ଯାଇଛି । କେବଳ ଏହି ବିହଙ୍ଗ ବିହାରକୁ ବନ୍ଦ କରାଯାଇଥିବା ବେଳେ ପର୍ଯ୍ୟଟକ ଅନ୍ୟାନ୍ୟ ସମସ୍ତ ସୁବିଧା ପାଇପାରିବେ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ