Masthead

ଜେଲରୁ ମୁକୁଳିଲେ ମୁନମୁନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆର୍ୟନଙ୍କ ପରେ ଜେଲରୁ ମୁକୁଳିଲେ ମୁନମୁନ । ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଆର୍ୟନ ଖାନଙ୍କ ସହ ଏନସିବି ଦ୍ୱାରା ଗିରଫ ହୋଇଥିବା ମୁନମୁନ ଧମେଚାଙ୍କୁ ଆଜି ବାଇକୁଲା ଜେଲରୁ ବାହାରିଛନ୍ତି । ବର୍ତ୍ତମାନ ଅରବାଜ ମର୍ଚ୍ଚାଣ୍ଡ ମଧ୍ୟ ଆର୍ଥର ରୋଡ ଜେଲରୁ ଶୀଘ୍ର ବାହାରିବା ନେଇ ସମ୍ଭାବନା ରହିଛି । ସେପଟେ ଆଜି ସନ୍ଧ୍ୟା ସୁଦ୍ଧା ଅରବାଜ ଜେଲରୁ ବାହାରିଯିବେ ବୋଲି ତାଙ୍କ ବାପା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ