Masthead

ଗୁଳି କରିବା ପରେ ଭୁଜାଲିରେ ହାଣି ଦେଲେ

(ବଡ଼ ଖବର ବ୍ୟୁରୋ)  ଗୁଳି ପରେ ଭୁଜାଲିରେ ହାଣି ଦେଲେ । ଏମିିତି ଢଙ୍ଗରେ ଆଜି ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ତେବେ ଏଭଳି ଘଟଣା ବାଲେଶ୍ୱର ସଦର ଥାନା ଅନ୍ତର୍ଗତ କୁରୁଡା ଛକରେ ଘଟିଛି । ମୃତ ଯୁବକ ଜଣକ ହେଲେ ବିନୋଦ ବିହାରୀ ଦାସ । ତାଙ୍କ ଘର ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଜଗନ୍ନାଥପାଟଣାରେ ।

ସୂଚନା ଅନୁଯାଇ ଆଜି ସକାଳ ପ୍ରାୟ ୯ଟା ବେଳେ ସେ ବାଇକରେ ଯାଉଥିବା ବେଳେ କୁରୁଡା ଛକରେ ଦୁଇ ଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ମୁଣ୍ଡକୁ ଗୁଳିମାଡ କରି ଥିଲେ । ପରେ ତଳେ ପଡିଯାଇଥିବା ବିନୋଦକୁ ସେମାନେ ଭୁଜାଲିରେ ଆକ୍ରମଣ କରିଥିଲେ । ତେବେ ପୂର୍ବ ଶତୃତାରୁ ତାଙ୍କୁ ଏଭଳି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଯୁଦ୍ଧରେ ଆୟାତୁଲ୍ଲା ଖାମେନେଇଙ୍କ ପତ୍ନୀଙ୍କ ମୃତ୍ୟୁ 🔴 ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ 🔴 ରାଜ୍ୟସଭା ନିର୍ବାଚନ, ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ବୈଠକ 🔴 ଆମେରିକା ଯୁଦ୍ଧ ବିମାନ ଖସାଇଲା ଇରାନ୍! 🔴 ଅଶୋଧିତ ତୈଳ ଦର ବୃଦ୍ଧି 🔴 ‘ଅସ୍ତ୍ର ଛାଡ ନଚେତ୍‌ ମୃତ୍ୟୁ ନିଶ୍ଚିତ’ 🔴 ଖାମେନେଇଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା 🔴 ଦୁବାଇର ବିଭିନ୍ନ ସ୍ଥାନରେ ମିଜାଇଲ ମାଡ଼ 🔴 ଇରାନ ସର୍ବୋଚ୍ଚ ନେତା ଖାମେନେଇଙ୍କ ମୃତ୍ୟୁ 🔴 ଭକ୍ତଙ୍କ ପ୍ରାର୍ଥୀଙ୍କୁ ହାଇଜାକ୍ କରିନେଲେ କି ନବୀନ? 🔴 ଯୁଦ୍ଧରେ ଆୟାତୁଲ୍ଲା ଖାମେନେଇଙ୍କ ପତ୍ନୀଙ୍କ ମୃତ୍ୟୁ 🔴 ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ 🔴 ରାଜ୍ୟସଭା ନିର୍ବାଚନ, ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ବୈଠକ 🔴 ଆମେରିକା ଯୁଦ୍ଧ ବିମାନ ଖସାଇଲା ଇରାନ୍! 🔴 ଅଶୋଧିତ ତୈଳ ଦର ବୃଦ୍ଧି 🔴 ‘ଅସ୍ତ୍ର ଛାଡ ନଚେତ୍‌ ମୃତ୍ୟୁ ନିଶ୍ଚିତ’ 🔴 ଖାମେନେଇଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା 🔴 ଦୁବାଇର ବିଭିନ୍ନ ସ୍ଥାନରେ ମିଜାଇଲ ମାଡ଼ 🔴 ଇରାନ ସର୍ବୋଚ୍ଚ ନେତା ଖାମେନେଇଙ୍କ ମୃତ୍ୟୁ 🔴 ଭକ୍ତଙ୍କ ପ୍ରାର୍ଥୀଙ୍କୁ ହାଇଜାକ୍ କରିନେଲେ କି ନବୀନ?