Masthead

ଗୁଳି କରିବା ପରେ ଭୁଜାଲିରେ ହାଣି ଦେଲେ

(ବଡ଼ ଖବର ବ୍ୟୁରୋ)  ଗୁଳି ପରେ ଭୁଜାଲିରେ ହାଣି ଦେଲେ । ଏମିିତି ଢଙ୍ଗରେ ଆଜି ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ତେବେ ଏଭଳି ଘଟଣା ବାଲେଶ୍ୱର ସଦର ଥାନା ଅନ୍ତର୍ଗତ କୁରୁଡା ଛକରେ ଘଟିଛି । ମୃତ ଯୁବକ ଜଣକ ହେଲେ ବିନୋଦ ବିହାରୀ ଦାସ । ତାଙ୍କ ଘର ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଜଗନ୍ନାଥପାଟଣାରେ ।

ସୂଚନା ଅନୁଯାଇ ଆଜି ସକାଳ ପ୍ରାୟ ୯ଟା ବେଳେ ସେ ବାଇକରେ ଯାଉଥିବା ବେଳେ କୁରୁଡା ଛକରେ ଦୁଇ ଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ମୁଣ୍ଡକୁ ଗୁଳିମାଡ କରି ଥିଲେ । ପରେ ତଳେ ପଡିଯାଇଥିବା ବିନୋଦକୁ ସେମାନେ ଭୁଜାଲିରେ ଆକ୍ରମଣ କରିଥିଲେ । ତେବେ ପୂର୍ବ ଶତୃତାରୁ ତାଙ୍କୁ ଏଭଳି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’