Masthead

ସାମନ୍ତରାପୁର ମିଠା ଦୋକାନୀ ହତ୍ୟା ମାମଲାରେ ପାଞ୍ଚ ଗିରଫ

ଭୂବନେଶ୍ୱର,(ବଡ଼ ଖବର ବ୍ୟୁରୋ): ସାମନ୍ତରାପୁର ମିଠା ଦୋକାନୀ ହତ୍ୟା ମାମଲା ଅଭିଯୋଗରେ ପାଞ୍ଚ ଅଭିଯୁକ୍ତଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ଗିରଫ ଅଭିଯୁକ୍ତ ମାନେ ହେଲେ ଦିଲ୍ଲୀପ ବେହେରା, ବଳରାମ ବେହେରା ,ସସ୍ମିତା ବେହେରା,ବିଶ୍ୱଜିତ ବାରିକ ଓ ରଶ୍ମୀରଞ୍ଜନ ବାରିକ । ଏମାନେ ସବୁ ଗୋଟିଏ ପରିବାରର ବୋଲି ପୋଲିସ କହିଛି ।

ଗତ ରବିବାରଦିନ ଭୂବନେଶ୍ୱର ସାମନ୍ତରାପୁର ଛକ ଠାରେ ଠାରେ ଘଟିଥିଲା ଏହି ବିଭତ୍ସ ହତ୍ୟାକାଣ୍ଡ । ବ୍ୟବସାୟୀକ ଶତୃତା କାରଣରୁୁ ଶମ୍ଭୁ ନାମକ ଜଣେ ମିଠା ଦୋକାନିଙ୍କୁ ବିଚ୍ ରାସ୍ତାରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଥିଲା । ଯାହାର ପୁରା ଦୃଶ୍ୟ ସିସିଟିଭିରେ କଏଦ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା