Masthead

ଅମ୍ପାୟାରଙ୍କୁ ପିଟିପିଟି ହତ୍ୟା

କଟକ(ବଡ଼ ଖବର ବ୍ୟୁରୋ): କ୍ରିକେଟ ଖେଳରୁ ମହାଭାରତ, ଭୁଲ ନିଷ୍ପତ୍ତି ପାଇଁ ଅମ୍ପାୟାରଙ୍କୁ ହତ୍ୟା । ଛୁରାମାଡ଼ ସହ ପଛପଟୁ ବ୍ୟାଟରେ ପିଟିପିଟି ହତ୍ୟା । ମହିଷାନଣ୍ଡା ପଞ୍ଚାୟତରେ କ୍ରିକେଟ ଖେଳରୁ ମହାଭାରତ । ଭୁଲ ନିଷ୍ପତ୍ତି ଅଭିଯୋଗରେ ଉକ୍ଷିପ୍ତ ଦୁଇ ଯୁବକଙ୍କ ଆକ୍ରମଣ କରିଛନ୍ତି । ଆହତ ଅମ୍ପାୟାରଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ପୋଲିସ ପହଞ୍ଚି ତଦନ୍ତ କରିବା ସହ ଆକ୍ରମଣ କରିଥିବା ଯୁବକଙ୍କୁ ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ