Masthead

ପଥରରେ ଛେଚି ହତ୍ୟା

ଲହୁଣିପଡ଼ା, (ବଡ଼ ଖବର ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ପଥରରେ ଛେଚି ଯୁବକଙ୍କୁ ହତ୍ୟା । ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଶୀଷଡିହ ଗ୍ରାମରେ ଘଟିଯାଇଛି ଏଭଳି ଏକ ଅଭାବନୀୟ ଘଟଣା । ଗତ ରାତିରେ ଗ୍ରାମର ସୁଦର୍ଶନ ମୁଣ୍ଡା ତାଙ୍କ ଘର ବାରଣ୍ଡାରେ ଶୋଇଥିଲେ । ର କେହି ଦୁର୍ବୃତ୍ତ ତାଙ୍କ ମୁଣ୍ଡରେ ପଥର ଛେଚି ଫେରାର ହୋଇଯାଇଥିଲା । ସୁଦର୍ଶନଙ୍କ ପାଟି ଶୁଣି ପରିବାର ଲୋକେ ତୁରନ୍ତ ଉଠି ତାଙ୍କୁ ବଣାଇ ମେଡିକାଲରେ ଭର୍ତ୍ତି କରିଥିଲେ । ଡ଼ାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ତେବେ ସୁଦର୍ଶନଙ୍କୁ କିଏ ଓ କାହିଁକି ମାରିଲା ତାହା ଜଣାପଡିନାହିଁ । ମୃତ ସୁଦର୍ଶନଙ୍କ ପୁଅଙ୍କ କହିବା ଅନୁଯାୟୀ ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଛି । ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି