Masthead

ବନ୍ଦ ଘରୁ ଯୁବକଙ୍କ ଖଣ୍ଡବିଖଣ୍ଡିତ ଗଳିତ ମୃତଦେହ ଉଦ୍ଧାର

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ଯୁବକଙ୍କୁ ବିଭିତ୍ସ ହତ୍ୟା । ମୁଣ୍ଡଗଣ୍ଡି ଅଲଗା । ବଲାଙ୍ଗୀର ଥାନା ସାଲେପାଲିରେ ବିଭତ୍ସକାଣ୍ଡ । ବନ୍ଦ ଘର ଭିତରୁ ଯୁବକଙ୍କ ଖଣ୍ଡବିଖଣ୍ଡିତ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ଗୋଡ଼, ହାତ, ମୁଣ୍ଡ କାଟି ପଲିଥିନରେ ଭର୍ତି କରାଯାଇଛି । ଏହି ହତ୍ୟାକାଣ୍ଡ ଯୋଜନାବନ୍ଧ କହିଛନ୍ତି ଏସଡିପ୍ଖସ ତୋଫାନ ବାଗ ।

ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ କବାଟ ଭାଙ୍ଗି ଶବ ଉଦ୍ଧାର କରିଛି ପୋଲିସ । କିଛି ଦିନ ତଳେ ବାପା-ମାଆଙ୍କୁ ମାଡ଼ ମାରି ଆହତ କରିଥିଲା ମୃତକ ଜଣକ । ଆହତ ବାପା-ମା’ ଏବେ ବୁର୍ଲା ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ପୋଲିସ ଖଣ୍ଡବିଖଣ୍ଡିତ ଶରୀରକୁ ଉଦ୍ଧାର କରି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ