Masthead

ଛୁରାମାଡ଼ରେ ଜୀବନ ଗଲା

ବ୍ରହ୍ମପୁର, (ବଡ଼ ଖବର ବ୍ୟୁରୋ): ଛୁରି ଭୁଶି ଯୁବକଙ୍କୁ ହତ୍ୟା । ଆଜି ସକାଳୁ ସକାଳୁ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗ୍ରାମରେ ଘଟିଛି ଏଭଳି ଏକ ହତ୍ୟାକାଣ୍ଡ । ମୃତକ ଜଣକ ବଚନ ସ୍ୱାଇଁ ବୋଲି ଜଣାପଡ଼ିଛି । ଆଜି ସକାଳେ ବନ୍ଥପଲ୍ଲୀ ଅଞ୍ଚଳରେ ଜଣେ ଯୁବକଙ୍କ ସହ ବଚନର ପୂର୍ବଶତ୍ରୁରୁ ଗଣ୍ଡଗୋଳ ହୋଇଥିଲେ । ଏଥିରେ ଉତକ୍ଷିପ୍ତ ହୋଇ ଯୁବକ ଜଣକ ବଚନକୁ ଛୁରୀ ଭୁଶି ଫେରାର ହୋଇଯାଇଥିବା ଜଣାପଡ଼ିଛି । ଗୁରୁତର ବଚନଙ୍କୁ ବ୍ରହ୍ମପୁର ଏମସିଜିରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ବଚନ ଜଣେ ପେସାଦାର ଅପରାଧୀ । ତାଙ୍କ ନାମରେ ବହୁ ଅପରାଧିକ ମାମଲା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି