Masthead

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଠର ମହନ୍ତଙ୍କୁ ହତ୍ୟା

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ମଠ ମହନ୍ତଙ୍କୁ ହତ୍ୟା । ଆଦୀମାତା ମଠର ମହନ୍ତଙ୍କୁ କଟୁରିରେ ହାଣି ହତ୍ୟା କରାଯାଇଛି ।ଏଭଳି ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅଧିନସ୍ତ କୋଶୀଦା ଗ୍ରାମରେ । ବାଲିକୁଦା ଥାନା ବରଗୁଡିପଡା ଠାରେ ଥିବା ଆଦୀମାତା ମଠର ମହନ୍ତ ବାବାଜୀ ପ୍ରହଲ୍ଲାଦ ଦାସ ।

ପ୍ରହଲାଦଙ୍କୁ ଏକ କଟୁରିରେ ହାଣି ହତ୍ୟା କରାଯାଇଛି । ହତ୍ୟାକାରୀ ହେଉଛନ୍ତି ନାରଦିଆ ଗ୍ରାମର ବାନା ଦାସ । ହତ୍ୟା କରି ଫେରାର ହେଉଥିବା ବେଳେ ଅଭିଯୁକ୍ତକୁ କାବୁ କରିଛନ୍ତି ଗ୍ରାମବାସୀ ।ହତ୍ୟାକାଣ୍ଡରେ ବ୍ୟବହୃତ କଟୁରି ମଧ୍ୟ ଜବତ ହେଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ହତ୍ୟା କରାଯାଇଥିବା ସୂଚନା ମିଳିଛି ।  ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ହତ୍ୟା କରାଯାଇଥିବା ସୂଚନା ମିଳିଛି । ଘଠଣାସ୍ଥଳରେ ବାଲିକୁଦା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ