ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଠର ମହନ୍ତଙ୍କୁ ହତ୍ୟା

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ମଠ ମହନ୍ତଙ୍କୁ ହତ୍ୟା । ଆଦୀମାତା ମଠର ମହନ୍ତଙ୍କୁ କଟୁରିରେ ହାଣି ହତ୍ୟା କରାଯାଇଛି ।ଏଭଳି ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅଧିନସ୍ତ କୋଶୀଦା ଗ୍ରାମରେ । ବାଲିକୁଦା ଥାନା ବରଗୁଡିପଡା ଠାରେ ଥିବା ଆଦୀମାତା ମଠର ମହନ୍ତ ବାବାଜୀ ପ୍ରହଲ୍ଲାଦ ଦାସ ।

ପ୍ରହଲାଦଙ୍କୁ ଏକ କଟୁରିରେ ହାଣି ହତ୍ୟା କରାଯାଇଛି । ହତ୍ୟାକାରୀ ହେଉଛନ୍ତି ନାରଦିଆ ଗ୍ରାମର ବାନା ଦାସ । ହତ୍ୟା କରି ଫେରାର ହେଉଥିବା ବେଳେ ଅଭିଯୁକ୍ତକୁ କାବୁ କରିଛନ୍ତି ଗ୍ରାମବାସୀ ।ହତ୍ୟାକାଣ୍ଡରେ ବ୍ୟବହୃତ କଟୁରି ମଧ୍ୟ ଜବତ ହେଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ହତ୍ୟା କରାଯାଇଥିବା ସୂଚନା ମିଳିଛି ।  ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ହତ୍ୟା କରାଯାଇଥିବା ସୂଚନା ମିଳିଛି । ଘଠଣାସ୍ଥଳରେ ବାଲିକୁଦା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’