Masthead

ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ସାମାନ୍ୟ ବଚସାକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ଜଗତସିଂହପୁର ଥାନା ଅନ୍ତର୍ଗତ ଚରବାଟିଆ ଗ୍ରାମରେ ଘଟିଛି ଏଭଳି ଜଘନ୍ୟ ହତ୍ୟାକାଣ୍ଡ। ଚରବାଟିଆ ଗ୍ରାମର ସାଗର ନାୟକ, ପ୍ରତାପ ବେହେରା ଓ ମହିରା ଗ୍ରାମର ଦିଲିପ ସାମଲଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ଏହି ବଚସା ଉଗ୍ର ରୂପ ଧାରଣ କରିଥିଲା। ପ୍ରତାପ ଓ ଦିଲୀପ ଦୁହେଁ ମିଶି ସାଗରକୁ ପିଟିପିଟି ମାରିଦେଇଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ଜଗତସିଂହପୁର ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିବା ସହିତ ଅଭିଯୁକ୍ତ ଦିଲୀପ ସାମଲକୁ ଗିରଫ କରିଛନ୍ତି । ଅନ୍ୟ ଅଭିଯୁକ୍ତ ପ୍ରତାପ ବେହେରା ଫେରାର ଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା