Masthead

ପିଟିପିଟି ମାରିଦେଲେ

ପାଟକୁରା ,(ବଡ଼ ଖବର ବ୍ୟୁରୋ): ସମ୍ପତି ପାଇଁ ସମ୍ପର୍କରେ ଲାଗିଲା ଦାଗ । ବଡ଼ପୁଅକୁ ପିଟିପିଟି ମାରିଦେଲେ ବାପା ଆଉ ଭାଇ । କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ସାନଅଢଙ୍ଗାରେ ଘଟିଯାଇଛି ଏଭଳି ଅଭାବନୀୟ ଘଟଣା । ଘରୋଇ କଳି ଓ ଜମିଜମା ବିବାଦକୁ କେନ୍ଦ୍ରକରି ବାପା କାମିନୀ ମିଶ୍ର, ପୁଅ ଲୋକାନାଥ ମିଶ୍ର ମିଶି ବଡ଼ପୁଅ ଉମାକାନ୍ତ ୁ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି ।
ସୂଚନା ଅନୁଯାୟୀ ଜମିଜମା ବିବାଦକୁ ନେଇ ମିଶ୍ର ପରିବାରରେ ସବୁବେଳେ ଝଗଡ଼ା ଲାଗି ରହୁଥିଲା । ତେବେ ଏହି କଳହ ଗତକାଲି ଉଗ୍ର ରୂପଧାରଣ କରିଥିଲା । ବାପା ଓ ସାନଭାଇ ମିଶି ଡ଼ଭାଇକୁ ପିଟିପିଟି ମାରିଦେଇଥିଲେ । ଖବର ପାଇ ପାଟକୁରା ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ଉମାକାନ୍ତଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ମାତ୍ର ଡାକ୍ତର ତାଙ୍କୁ ମୃତ ଘେ୍ାଷଣା କରିଥିଲେ । ବାପପୁଅଙ୍କୁ ପୁଲିସ ଗିରଫ କରି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା