Masthead

ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା !

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଯୁବତୀଙ୍କୁ ଦୁଷ୍ମର୍ମ ପରେ ହତ୍ୟା । ଏଭଳି ଅଭିଯୋଗ ଆସିଛି ଅନଗୁଳ ଫୁଲପଡା ପଞ୍ଚାୟତର ରାଜନାଳିରୁ । ରାଜନାଳି ନିକଟସ୍ଥ ଏକ ନାଳ ପାଖରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ଯୁବତୀ ଜଣକ ହେଲେ ସ୍ଥାନୀୟ ଗିରିଧିବାସିଆ ଗ୍ରାମର ବୋଲି ଜଣା ପଡ଼ିଛି । ସେ ଘରୁ ଗାଧୋଇବାକୁ କହି ଆସି ଆଉ ଘରକୁ ଫେରି ନଥିଲେ।

ବହୁ ଖୋଜାଖୋଜି ପରେ ତାଙ୍କର ମୃତଦେହ ଏକ ବିଲ ପାଖରେ ପଡିଥିବା ଘର ଲୋକେ ଦେଖିବାକୁ ପାଇଥିଲେ। ଝିଅକୁ ଦୁଷ୍କର୍ମ କରି ମାରି ଦିଆ ଯାଇଛି ବୋଲି ଅଭିଯୋଗ କରିଛନ୍ତି ମୃତକଙ୍କ ବାପା। ଖବର ପାଇ ବଅଁରପାଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ ଟିମ ଆସି ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଏହି ଘଟଣାରେ ସଂପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ସ୍ଥାନୀୟ ଲୋକ ମହିଧରପୁର ଠାରେ ରାସ୍ତାରୋକ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ