Masthead

ଦିନ ଦ୍ୱିପ୍ରହରରେ ଗୋଡ଼ାଇ ଗୋଡ଼ାଇ ହାଣିଲେ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): କିଛିଦିନ ପୂର୍ବେ ଭୁବନେଶ୍ୱର ସାମନ୍ତରାପୁର ଅଞ୍ଚଳରେ ଜଣେ ମିଠା ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଥିଲା । ଭୁବନେଶ୍ୱର ଘଟଣାର ପୁନରାବୃତ୍ତି ହୋଇଛି ସମ୍ବଲପୁରରେ । ଅଶାନ୍ତ ହୋଇପଡିଛି ସମ୍ବଲପୁର ସହର । ରକ୍ତ ଛିଟାରେ ଲାଲ ହୋଇଛି ସହର । ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ସମ୍ବଲପୁର ଟାଉନ୍ ଥାନା ଅନ୍ତର୍ଗତ ହାଟପଦା ଅଞ୍ଚଳରେ ଘଟିଛି ଏଭଳି ଜଘନ୍ୟ ହତ୍ୟାକାଣ୍ଡ । ମୃତ ଯୁବକ ଜଣକ ହେଲେ ଦାନପାଲି ଅଞ୍ଚଳର ବବୁଲ ନାୟକ । ପୂର୍ବ ଶତ୍ରୃତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହେଉଛି । ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଛେଦ ଲାଗି ପଠାଇଛି । ହତ୍ୟାକାରୀକୁ ଧରିବା ଲାଗି ଟିମ ଗଠନ ହୋଇ ଛାନଭିନ ଜାରି ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା