Masthead

ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଗ୍ରାମ ବାସିଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ଘଟିଛି ଏହି ହିଂସା କାଣ୍ଡ । ମୃତକ ହେଲେ ପାମେଡ ଥାନା କାୟର ଦୁଲେଡ ଗ୍ରାମର ସୋଡି ହୁଙ୍ଗା ଓ ମାଡବି ନନ୍ଦା । ନକ୍ସଲପନ୍ଥିଙ୍କ ପାମେଡ ଏରିଆ କମିଟି ଏହି ହତ୍ୟା କାଣ୍ଡ ଘଟାଇଥିବା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି । ଘଟଣା ସମ୍ପର୍କରେ ଅଧିକ ଛାନବିନ କରୁଛି ସୁକୁମା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ