Masthead

ମୁଜାଫରନଗରରେ ରେସଲରଙ୍କ ପାଇଁ ହେବ ମହାପଂଚାୟତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୁଜାଫରନଗରରେ ରେସଲରଙ୍କ ପାଇଁ ହେବ ମହାପଂଚାୟତ । ଚାଷୀନେତା ନରେଶ ଟିକାୟତଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଯୋଗ ଦେବେ ଖାପ ପଂଚାୟତ ପ୍ରତିନିଧି ଓ କୁସ୍ତିଯୋଦ୍ଧାଙ୍କ ସମର୍ଥକ । ଗଙ୍ଗାରେ ମେଡାଲ ଭସାଇବାକୁ ନେଇ କୁସ୍ତିଯୋଦ୍ଧାଙ୍କ ଘୋଷଣା ପରେ ନରେଶ ଟିକାୟତ ସେମାନଙ୍କୁ ବୁଝାସୁଝା କରିଥିଲେ । ୫ ଦିନ ମଧ୍ୟରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ ବୋଲି କହିଥିଲେ ନରେଶ ଟିକାୟତ ।

ଏବଂ ୫ ଦିନ ମଧ୍ୟରେ କୌଣସି ନିଷ୍ପତି ନନେଲେ ମେଡାଲକୁ ଗଙ୍ଗାରେ ଭାସାଇବେ ବୋଲି କହିଛନ୍ତି ରେସଲର । ୧ ମାସରୁ ଅଧ୍ଚଳ ହେବ ଧାରଣାରେ ବସିଛନ୍ତି କୁସ୍ତିଯୋଦ୍ଧା । ଭାରତୀୟ କୁସ୍ତି ସଂଘର ପୂର୍ବତନ ସଭାପତି ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ସିଂଙ୍କ ବିରୋଧରେ ଯୌନ ନିର୍ଯ୍ୟାତନା ଅଭିଯୋଗ ସହ ପୋକ୍ସୋ ଆକ୍ଟ ଆଧାରରେ ମାମଲା ରୁଜୁ ହେଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା