Masthead

ମୁଜାଫରନଗରରେ ରେସଲରଙ୍କ ପାଇଁ ହେବ ମହାପଂଚାୟତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୁଜାଫରନଗରରେ ରେସଲରଙ୍କ ପାଇଁ ହେବ ମହାପଂଚାୟତ । ଚାଷୀନେତା ନରେଶ ଟିକାୟତଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଯୋଗ ଦେବେ ଖାପ ପଂଚାୟତ ପ୍ରତିନିଧି ଓ କୁସ୍ତିଯୋଦ୍ଧାଙ୍କ ସମର୍ଥକ । ଗଙ୍ଗାରେ ମେଡାଲ ଭସାଇବାକୁ ନେଇ କୁସ୍ତିଯୋଦ୍ଧାଙ୍କ ଘୋଷଣା ପରେ ନରେଶ ଟିକାୟତ ସେମାନଙ୍କୁ ବୁଝାସୁଝା କରିଥିଲେ । ୫ ଦିନ ମଧ୍ୟରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ ବୋଲି କହିଥିଲେ ନରେଶ ଟିକାୟତ ।

ଏବଂ ୫ ଦିନ ମଧ୍ୟରେ କୌଣସି ନିଷ୍ପତି ନନେଲେ ମେଡାଲକୁ ଗଙ୍ଗାରେ ଭାସାଇବେ ବୋଲି କହିଛନ୍ତି ରେସଲର । ୧ ମାସରୁ ଅଧ୍ଚଳ ହେବ ଧାରଣାରେ ବସିଛନ୍ତି କୁସ୍ତିଯୋଦ୍ଧା । ଭାରତୀୟ କୁସ୍ତି ସଂଘର ପୂର୍ବତନ ସଭାପତି ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ସିଂଙ୍କ ବିରୋଧରେ ଯୌନ ନିର୍ଯ୍ୟାତନା ଅଭିଯୋଗ ସହ ପୋକ୍ସୋ ଆକ୍ଟ ଆଧାରରେ ମାମଲା ରୁଜୁ ହେଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର