Masthead

ମୋ ମନ୍ତବ୍ୟ କାହାକୁ ଆଘାତ ଦେବା ପାଇଁ ନୁହେଁ: ଅଧୀର ରଞ୍ଜନ ଚୌଧୁରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ଅସାମ୍ବିଧାନିକ ଆଚରଣ କାରଣରୁ ଲୋକସଭାରୁ ନିଲମ୍ବିତ ହୋଇଛନ୍ତି କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ । ନିଲମ୍ବିତ ହୋବର ଗୋଟିଏ ଦିନ ପରେ ଅଧୀର ରଞ୍ଜନ ଚୌଧୁରୀ କହିଛନ୍ତି ମୋ ମନ୍ତବ୍ୟ କାହାକୁ ଆଘାତ ଦେବା ପାଇଁ ଉଦ୍ଦିଷ୍ଟ ନୁହେଁ। ସେ ସ୍ପଷ୍ଟ ଉପସ୍ଥାପନ କରିବାକୁ ଚେଷ୍ଟା କରିଥିଲେ। ଆବଶ୍ୟକ ହେଲେ ସେ ଏନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି । ସେ କହିଛନ୍ତି କାହାକୁ ଆଘାତ ଦେବା ନୁହେଁ ବରଂ ନିଜର ଆଭିମୁଖ୍ୟ ପ୍ରକାଶ କରିବା ପାଇଁ ସେ କହିଥିବା ଗଣମାଧ୍ୟମକୁ କହିଛନ୍ତି।

ମଣିପୁର ହିଂସା ଉପରେ ଅନାସ୍ଥା ପ୍ରସ୍ତାବ ଉପରେ ବିତର୍କ ବେଳେ ଅଧୀର ରଞ୍ଜନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିରବ ମୋଦି ଏବଂ ମହାଭାରତର ଧୃତରାଷ୍ଟ୍ରଙ୍କ ସହିତ ତୁଳନା କରିଥିଲେ । ଏନେଇ ଉତ୍ତଜନା ପ୍ରକାଶ ପାଇବା ପରେ ତାଙ୍କ ମନ୍ତବ୍ୟକୁ ଗୃହର ରେକର୍ଡରୁ ହଟାଇ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର