Masthead

ମୋ ମନ୍ତବ୍ୟ କାହାକୁ ଆଘାତ ଦେବା ପାଇଁ ନୁହେଁ: ଅଧୀର ରଞ୍ଜନ ଚୌଧୁରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ଅସାମ୍ବିଧାନିକ ଆଚରଣ କାରଣରୁ ଲୋକସଭାରୁ ନିଲମ୍ବିତ ହୋଇଛନ୍ତି କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ । ନିଲମ୍ବିତ ହୋବର ଗୋଟିଏ ଦିନ ପରେ ଅଧୀର ରଞ୍ଜନ ଚୌଧୁରୀ କହିଛନ୍ତି ମୋ ମନ୍ତବ୍ୟ କାହାକୁ ଆଘାତ ଦେବା ପାଇଁ ଉଦ୍ଦିଷ୍ଟ ନୁହେଁ। ସେ ସ୍ପଷ୍ଟ ଉପସ୍ଥାପନ କରିବାକୁ ଚେଷ୍ଟା କରିଥିଲେ। ଆବଶ୍ୟକ ହେଲେ ସେ ଏନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି । ସେ କହିଛନ୍ତି କାହାକୁ ଆଘାତ ଦେବା ନୁହେଁ ବରଂ ନିଜର ଆଭିମୁଖ୍ୟ ପ୍ରକାଶ କରିବା ପାଇଁ ସେ କହିଥିବା ଗଣମାଧ୍ୟମକୁ କହିଛନ୍ତି।

ମଣିପୁର ହିଂସା ଉପରେ ଅନାସ୍ଥା ପ୍ରସ୍ତାବ ଉପରେ ବିତର୍କ ବେଳେ ଅଧୀର ରଞ୍ଜନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିରବ ମୋଦି ଏବଂ ମହାଭାରତର ଧୃତରାଷ୍ଟ୍ରଙ୍କ ସହିତ ତୁଳନା କରିଥିଲେ । ଏନେଇ ଉତ୍ତଜନା ପ୍ରକାଶ ପାଇବା ପରେ ତାଙ୍କ ମନ୍ତବ୍ୟକୁ ଗୃହର ରେକର୍ଡରୁ ହଟାଇ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା