Masthead

ମୋ ପୁଅ ହେଉଛି ସିଂହ: ବଲବିନ୍ଦର କୌର

ଚଣ୍ଡୀଗଡ଼ (ବଡ଼ ଖବର ବ୍ୟୁରୋ): ଶେଷରେ ଖାଲିସ୍ତାନର ସମର୍ଥକ ତଥା ‘ୱାରିସ ପଞ୍ଜାବ ଡେ’ର ମୁଖ୍ୟ ଅମୃତପାଲ ସିଂଙ୍କୁ ପୋଲିସ ଗିରଫ କରିଛି। ପଞ୍ଜାବ ପୋଲିସ ପଳାତକ ଅମୃତପାଲ ସିଂଙ୍କୁ ମୋଗାର ଗୁରୁଦ୍ୱାରାରୁ ଗିରଫ କରିଛି। ଅମୃତପାଲ ମାର୍ଚ୍ଚ ୧୮ ଠାରୁ ଫେରାର ଥିଲେ। ଆତ୍ମସମର୍ପଣ କରିବା ପରେ ଅମୃତପାଲଙ୍କୁ ମୋଗାର ଗୁରୁଦ୍ୱାରାରୁ ଗିରଫ କରାଯାଇଥିବା ସୂଚନା ମିଳିଛି ।

ପୁଅ ଗରିଫ ହେବା ପରେ ଅମୃତପାଲଙ୍କ ମା’ ବଲବିନ୍ଦର କୌର ପ୍ରତିକ୍ରିୟା ଦେଇ କହିଛନ୍ତି, ଆମେ ଜାଣିଲୁ ଯେ ସେ ଆତ୍ମସମର୍ପଣ କରିଛି। ମୁଁ ମୋ ପୁଅ ଉପରେ ଗର୍ବ କରୁଛି । କାରଣ ମୋ ପୁଅ ହେଉଛି ଏକ ସିଂହ। ଆଉ ସେ ଜଣେ ଯୋଦ୍ଧା ଭାବେ ସରେଣ୍ଡର କରିଛନ୍ତି । ଆମେ ଏଥର ଆଇନର ଲଢେଇ ଲଢିବୁ ଓ ଅମୃତପାଲଙ୍କୁ ଖୁବଶୀଘ୍ର ଦେଖା କରିବୁ ବୋଲି ବଲବିନ୍ଦର କୌର କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ