Masthead

‘ମୁଁ ଲଢ଼ିବିନି, ପୁଅ ଲଢ଼ିବ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାୟକ ସୁରେଶ ରାଉତରାୟଙ୍କ ବଡ଼ ବୟାନ । କହିଲେ ମୁଁ ଆଉ ଲଢିବିନି, ପୁଅ ଲଢିବ । ପ୍ରେସ୍‌ମିଟ୍‌ରେ ଜଟଣୀ ବିଧାୟକ ସୁର ରାଉତରାୟ ସୂଚନା ଦେଇଛନ୍ତି । କହିଛନ୍ତି ଆଉ ନିର୍ବାଚନ ଲଢ଼ିବିନି। ମୋ ସାନ ପୁଅ ମନ୍ମଥ ରାଉତରାୟ ଜଟଣୀରୁ ନିର୍ବାଚନ ଲଢ଼ିବ । ମୋତେ ୮୦ ହେଲାଣି, ମୋ ସାନ ପୁଅ କଂଗ୍ରେସ ଟିକେଟରୁ ଲଢ଼ିବ। ମୁଁ ୫୫ ବର୍ଷ କଂଗ୍ରେସରେ ରହିଛି, ସାନ ପୁଅ କଂଗ୍ରେସରୁ ଲଢ଼ିବ। ଗତକାଲି ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଥିଲା। ବଡ଼ ପୁଅ ସିଦ୍ଧାର୍ଥ ପାହାଡ଼ ଚଢ଼ି ରେକର୍ଡ କରିଛି,ଜଣାଇବାକୁ ଯାଇଥିଲି। କେବଳ ବଡ଼ ପୁଅ କଥା ଚର୍ଚ୍ଚା ହେଲା, ରାଜନୈତିକ ଚର୍ଚ୍ଚା ହୋଇନି ବୋଲି କହିଛନ୍ତି ସୁର ରାଉତରାୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ