Masthead

ନବ ଦାସ ହତ୍ୟା ଘଟଣା, ରାଜ୍ୟ ବାହାରୁ ଆସିଲା ୪ ଜଣିଆ ଟିମ୍

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ) :ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ପୁରିଲାଣି ୧୦ ଦିନ । ହେଲେ ହତ୍ୟାର କାରଣ ଏଯାଏ ଅସ୍ପଷ୍ଟ । ଅଭିଯୁକ୍ତ ଗୋପାଳ ଦାସଙ୍କୁ ବିଭିନ୍ନ ସ୍ଥାନରେ ରଖି ତଦନ୍ତକାରୀ ଟିମ୍ ଜେରା କରୁଛି । କିନ୍ତୁ ଅଧିକ ତଦନ୍ତ ପାଇଁ ରାଜ୍ୟ ବାହାରୁ ଆସିଲେ ୪ ଜଣିଆ ଟିମ୍ । ଝାରସୁଗୁଡ଼ାରେ ପହଞ୍ଚିଲେ ୪ ଜଣିଆ ଟିମ୍ ।

ସେପଟ ଆଜି ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡର ତୃତୀୟ ଦିନ । ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାରିବା କଥା ଗୋପାଳ ସ୍ୱୀକାର କରିଥିଲେ ବି କାହିଁକି ମାରିଲେ ସେ କଥା ସ୍ପଷ୍ଟ କରୁ ନାହାଁନ୍ତି । କିନ୍ତୁ କ୍ରାଇମବ୍ରାଞ୍ଚ ଅଧିକାରୀଙ୍କ ଆଗରେ ଗୋପାଳ ହତ୍ୟାକାଣ୍ଡର ଗୁମର ଖୋଲିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ