Masthead

ନବ ଦାସ ହତ୍ୟା ଘଟଣା, ରାଜ୍ୟ ବାହାରୁ ଆସିଲା ୪ ଜଣିଆ ଟିମ୍

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ) :ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ପୁରିଲାଣି ୧୦ ଦିନ । ହେଲେ ହତ୍ୟାର କାରଣ ଏଯାଏ ଅସ୍ପଷ୍ଟ । ଅଭିଯୁକ୍ତ ଗୋପାଳ ଦାସଙ୍କୁ ବିଭିନ୍ନ ସ୍ଥାନରେ ରଖି ତଦନ୍ତକାରୀ ଟିମ୍ ଜେରା କରୁଛି । କିନ୍ତୁ ଅଧିକ ତଦନ୍ତ ପାଇଁ ରାଜ୍ୟ ବାହାରୁ ଆସିଲେ ୪ ଜଣିଆ ଟିମ୍ । ଝାରସୁଗୁଡ଼ାରେ ପହଞ୍ଚିଲେ ୪ ଜଣିଆ ଟିମ୍ ।

ସେପଟ ଆଜି ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡର ତୃତୀୟ ଦିନ । ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାରିବା କଥା ଗୋପାଳ ସ୍ୱୀକାର କରିଥିଲେ ବି କାହିଁକି ମାରିଲେ ସେ କଥା ସ୍ପଷ୍ଟ କରୁ ନାହାଁନ୍ତି । କିନ୍ତୁ କ୍ରାଇମବ୍ରାଞ୍ଚ ଅଧିକାରୀଙ୍କ ଆଗରେ ଗୋପାଳ ହତ୍ୟାକାଣ୍ଡର ଗୁମର ଖୋଲିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ