Masthead

ନବ ଦାସଙ୍କ ଝିଅ ମଧ୍ୟ ତଦନ୍ତକୁ ନେଇ ପ୍ରଶ୍ନ କଲାଣି : ସୁରେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପ୍ରସଙ୍ଗକୁ ନେଇ ବର୍ଷିଲା କଂଗ୍ରେସ । ମୁଖ୍ୟମନ୍ତ୍ରୀଙ୍କ ଏଫବିଆଇ ଥୋପକୁ କଂଗ୍ରେସର କଟାକ୍ଷ କରିଛି । ଅଭିଯୁକ୍ତ ଗୋପାଳର ମାନସିକତାକୁ ନେଇ ଚାଲିଛି ନାଟକ। କେତେବେଳେ ସରମକାର କହୁଛନ୍ତି ତା’ ମାନସିକ ସ୍ଥିତି ଠିକ୍ ନାହିଁ ତ ଆଉ କେତେବେଳେ କୋର୍ଟରେ କହୁଛନ୍ତି ଠିକ୍ ଅଛି ।

କେଉଁଟା ଠିକ୍ ବୋଲି ପ୍ରଶ୍ନ କରିଛନ୍ତି ବିଧାୟକ ସୁରେଶ ରାଉତରାୟ। ରାଜ୍ୟର ବିଶେଷଜ୍ଞମାନଙ୍କ ଉପରେ ସରକାରଙ୍କ ଭରସା ନାହିଁ । ଏଫବିଆଇକୁ ଆଣି କ’ଣ କରିବେ ବୋଲି ପ୍ରଶ୍ନ କଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। ନବ ଦାସଙ୍କ ଝିଅ ମଧ୍ୟ ତଦନ୍ତକୁ ନେଇ ପ୍ରଶ୍ନ କଲାଣି। ମନ୍ଥରଗତିରେ ତଦନ୍ତ କ’ଣ ପାଇଁ ବୋଲି ସେ ପ୍ରଶ୍ନ କରିଛନ୍ତିି । କଂଗ୍ରେସର ଏଫବିଆଇ ନୁହେଁ ଏସଆଇଟି ଦରକାର ବୋଲି ସୁର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି