Masthead

ଶୂନ୍ୟକାଳରେ ଉଠିଲା ନବ ଦାସ ହତ୍ୟା ମାମଲା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଶୂନ୍ୟକାଳରେ ପୁଣି ଥରେ ଉଠିଲା ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ । କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଆଣିଲେ ସାଙ୍ଘାତିକ ଅଭିଯୋଗ । ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ହେଉଛି ପ୍ଲାନଡ଼ ମର୍ଡର । ବିଜେପି କହୁଛି ସିବିଆଇ ଆମେ କହୁଛୁ ଏସଆଇଟି ତଦନ୍ତ ହେଉ ।

ଗୃହରେ ଯାହା ସରକାର ଉତ୍ତର ରଖୁଛନ୍ତି ଯାହା କ୍ରାଇମବ୍ରାଞ୍ଚର ତଦନ୍ତ ହେଉଛି, ତାହା ଲୋକଙ୍କୁ ଛୁଉଁନି । ଗୋପାଳ କେବଳ ପାଗଳ କି ନୁହେଁ ତାହା ତଦନ୍ତ ହେଉଛି କିନ୍ତୁ ସେ କାହିଁକି ମାରିଲା ତାହା ତଦନ୍ତ ହେଉନି । ଏ ନେଇ ଟାଇମ ଟୁ ଟାଇମ ଗୃହ ରାଷ୍ଟ୍ରମନ୍ତ୍ରୀ ବିଧାନସଭାରେ ତଥ୍ୟ ଉପସ୍ଥାପନ କରନ୍ତୁ ବୋଲି ବାଚସ୍ପତିଙ୍କ ରୁଲିଂ ଦାବି କଲେ ତାରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’