Masthead

ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡ଼ା ଏଡିଜେ କୋର୍ଟରେ ଆଜି ଶୁଣାଣି । ଅନ୍ୟତମ ମୁଖ୍ୟ ସାକ୍ଷୀ ତତ୍କାଳୀନ ବ୍ରଜରାଜନଗର ଆଇଆଇସିଙ୍କ ସାକ୍ଷ୍ୟ ଗ୍ରହଣ ହେବ । ତତ୍କାଳୀନ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସ୍ବାଇଁଙ୍କର ସାକ୍ଷ୍ୟ । ୨୦୨୩ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧୀ ଛକରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା ।

୨୦୨୩ ଜାନୁଆରି ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧୀ ଛକରେ ନବ ଦାସଙ୍କୁ ଗୁଳିମାଡ଼ କରାଯିବା ବେଳେ ଘଟଣାସ୍ଥଳରେ ଅଭିଯୁକ୍ତ ଗୋପାଳ ଦାସ ହାତରେ ବନ୍ଧୁକ ଧରି ଛିଡ଼ା ହୋଇଥିବା ଦୃଶ୍ୟ ଭିଡିଓରେ ଉତ୍ତୋଳିତ ହୋଇଥିଲା । ଏହି ସମୟରେ କିଛି ବ୍ୟକ୍ତିଙ୍କ ମୋବାଇଲ୍‌ରେ ଆଉ ଏକ ଦୃଶ୍ୟ ବି କଏଦ୍‌ ହୋଇଥିଲା ।ତତ୍କାଳୀନ ଥାନାଧିକାରୀ ପ୍ରଦ୍ୟୁମ୍ନ ସ୍ବାଇଁ ଓ ଅନ୍ୟ ପୁଲିସ କର୍ମଚାରୀ ଗୋପାଳର କଲର ଧରି ତାକୁ କାବୁ କରିଥିଲେ । ସେହି ଭିଡ଼ ଭିତରୁ ଜଣେ ଯୁବକ ଆଉ ଏକ ବନ୍ଧୁକ ଧରି ବାହାରିବା ସହ ତାକୁ ପ୍ରଦର୍ଶନ କରି ବୁଲୁଥିବା ଦେଖିବାକୁ ମିଳିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି