Masthead

ପୁଣି ଗୃହରେ ନବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଗୃହରେ ନବ ଦାସ ହତ୍ୟାକାଣ୍ଡ ତାତି । ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି କଂଗ୍ରେସ । କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି, ନବ ଦାସଙ୍କ ଝିଅ କହୁଛନ୍ତି ତଦନ୍ତ ଶିଥିଳ ହେଉଛି । ଓଡ଼ିଶାବାସୀ ଜାଣନ୍ତୁ, ଚକ୍ରାନ୍ତ କରି ହତ୍ୟା କରାଯାଇଛି । କୁଆଡେ ଗଲେ ମୁଖ୍ୟମନ୍ତ୍ରୀ ବୋଲି ପ୍ରଶ୍ନ କରିଛନ୍ତି ସୁର ରାଉତରାୟ । ମୁଖ୍ୟମନ୍ତ୍ରୀ ବିଧାନସଭା ଛାଡ଼ି ରାଉରକେଲା ଯାଉଛନ୍ତି । କଂଗ୍ରେସ ସିଟିଂ ଜଜଙ୍କ ତତ୍ଵାବଧାନରେ ତଦନ୍ତ କରିବା ପାଇଁ ଦାବି କରିଥିଲା ।

କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କହିଛନ୍ତି, ନବ ଦାସଙ୍କ ହତ୍ୟା ଏବେ ବି ତଦନ୍ତ ଘେରରେ । ଡାକ୍ତର କହିଲା ପାଗଳ ନୁହେଁ । ତଦନ୍ତ ହେଉଛି ସେ ପାଗଳ କି ନାହିଁ । ମରିବା କାରଣ ଖୋଜା ଯାଉନି । ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି କଂଗ୍ରେସ । ଦଳ ଏସଆଇଟି ତଦନ୍ତ ଦାବି କରିଥିଲା । କିନ୍ତୁ ସରକାର କଲେ ନାହିଁ । ରାଜ୍ୟ ସରକାର ହତ୍ୟା ତଦନ୍ତକୁ କୁଆଡ଼େ କୁଆଡ଼େ ବୁଲାଉଛନ୍ତି ବୋଲି କହିଛନ୍ତି ତାରାପ୍ରସାଦ ବାହିନୀପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି