Masthead

ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା, ଆରମ୍ଭ ହେଲା ଖୋଳତାଡ଼

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲାର ଖୋଲିଲା ଫାଇଲ । ଆରମ୍ଭ ହେଲା ଖୋଳତାଡ଼। ଏହି କେସରେ ଜଡିତ ଥିବା ବିଭିନ୍ନ ବ୍ୟକ୍ତିଙ୍କୁ ଝାରସୁଗୁଡା ଥାନାରେ ହାଜର ପାଇଁ ନୋଟିସ ହୋଇଛି । ଏନେଇ ସୂଚନା ଦେଇଛନ୍ତି ତଦନ୍ତ ଅଧିକାରୀ ରଞ୍ଜନ ବରିହା ।

ଗତକାଲି ଝାରସୁଗୁଡା ଥାନାରେ ହାଜର ହୋଇଥିଲେ ହେମ ସାଗର ନାଏକ । ହେମସାଗର ନବଦାସଙ୍କ ଘରେ ଗେଟ କିପର ଭାବେ କାର୍ଯ୍ୟ କରୁଛି। ହେମସାଗରକୁ ଝାରସୁଗୁଡା ଥାନାକୁ ଡକାଇ ପ୍ରାୟ ୬ ଘଣ୍ଟା ଜେରା କରିବା ପରେ ଛାଡିଲା ପୋଲିସ। ଲଲିତଙ୍କ ବାପା ବେଲାଲସେନ ସାହୁ ନ୍ୟାୟ ଦାବି କରି ପୁଲିସ୍କୁ ଚିଠି ଲେଖିବା ପରେ ଝାରସୁଗୁଡ଼ା ପୁଲିସ୍ ପକ୍ଷରୁ ପୁନଃ ତଦନ୍ତ ଆରମ୍ଭ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ