Masthead

ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା, ଆରମ୍ଭ ହେଲା ଖୋଳତାଡ଼

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲାର ଖୋଲିଲା ଫାଇଲ । ଆରମ୍ଭ ହେଲା ଖୋଳତାଡ଼। ଏହି କେସରେ ଜଡିତ ଥିବା ବିଭିନ୍ନ ବ୍ୟକ୍ତିଙ୍କୁ ଝାରସୁଗୁଡା ଥାନାରେ ହାଜର ପାଇଁ ନୋଟିସ ହୋଇଛି । ଏନେଇ ସୂଚନା ଦେଇଛନ୍ତି ତଦନ୍ତ ଅଧିକାରୀ ରଞ୍ଜନ ବରିହା ।

ଗତକାଲି ଝାରସୁଗୁଡା ଥାନାରେ ହାଜର ହୋଇଥିଲେ ହେମ ସାଗର ନାଏକ । ହେମସାଗର ନବଦାସଙ୍କ ଘରେ ଗେଟ କିପର ଭାବେ କାର୍ଯ୍ୟ କରୁଛି। ହେମସାଗରକୁ ଝାରସୁଗୁଡା ଥାନାକୁ ଡକାଇ ପ୍ରାୟ ୬ ଘଣ୍ଟା ଜେରା କରିବା ପରେ ଛାଡିଲା ପୋଲିସ। ଲଲିତଙ୍କ ବାପା ବେଲାଲସେନ ସାହୁ ନ୍ୟାୟ ଦାବି କରି ପୁଲିସ୍କୁ ଚିଠି ଲେଖିବା ପରେ ଝାରସୁଗୁଡ଼ା ପୁଲିସ୍ ପକ୍ଷରୁ ପୁନଃ ତଦନ୍ତ ଆରମ୍ଭ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ