Masthead

ନବଯୌବନ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ମହାପ୍ରଭୁଙ୍କ ନବଯୌବନ । ନବଯୌବନ ବେଶରେ ଦର୍ଶନ ଦେବେ ମହାପ୍ରଭୁ । ସକାଳ ୮ଟାରୁ ଆରମ୍ଭ ହେବ ଦର୍ଶନ । ୮ଟାରୁ ୯ଟା ଯାଏଁ ପାରମାଣିକ ଟିକେଟଧାରୀ ଦର୍ଶନ କରିବେ । ସେହିପରି ୯ଟାରୁ ୧୧ଟା ୨ ଘଣ୍ଟା ଯାଏଁ ସର୍ବସାଧାରଣ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି । ସାଧାରଣ ଭକ୍ତମାନେ ସିଂହଦ୍ୱାର ଦେଇ ଯାଇ ଦର୍ଶନ କରିପାରିବେ ।

ପାରମାଣିକ ଦର୍ଶନ ପାଇଁ ଟିକେଟର ଦାମ୍ ୧୦୦ ଟଙ୍କା ରଖାଯାଇଛି ।ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଶ୍ରଦ୍ଧାଳୁଙ୍କ ଭିଡ଼ ନିୟନ୍ତ୍ରଣ ପାଇଁ ୭୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ଦର୍ଶନ ପାଇଁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ସେପଟେ ରଥକୁ ଶେଷ ସ୍ପର୍ଶ ଦେଉଛନ୍ତି କାରିଗର । କାଲି ବଡ଼ଦାଣ୍ଡରେ ଗଡ଼ିବ ରଥ । ଯାହାକୁ ନେଇ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା