Masthead

ଭାଙ୍ଗିଗଲାଣି ନବ ବାବୁଙ୍କ ସ୍ମୃତି

ଭୁବନେଶର(ବଡ଼ ଖବର ବ୍ୟୁରୋ): ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ସେ । ଯାହାଙ୍କୁ ସାରା ଦେଶ ଜଣେ ପୁଣ୍ୟାତ୍ମା ଭାବେ ଜାଣେ । ଭୂଦାନ ଆନ୍ଦୋଳନରେ ସର୍ବସ୍ୱ ତ୍ୟାଗକରି ଅନୁଗୁଳର ବାଜି ଛାତ୍ରାବାସରେ ସାରା ଜୀବନ କଟାଇ ଦେଇଥିଲେ ପ୍ରଚଣ୍ଡ ଗାନ୍ଧିବାଦୀ ନବକୃଷ୍ଣ ଚୌଧୁରୀ ତଥା ସମସ୍ତଙ୍କ ପ୍ରିୟ ନବ ବାବୁ । ଏଭଳି ମହାତ୍ମାଙ୍କ ସ୍ମୃତି କିନ୍ତୁ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ । ଅଥଚ ଏହାର ସୁରକ୍ଷା ପାଇଁ ପଦକ୍ଷେପ ନିଆ ନ ଯିବା ଦୁର୍ଭାଗ୍ୟର ବିଷୟ ।

ଆଜି ବିଧାନସଭାରେ ନବ ବାବୁଙ୍କ ଭଙ୍ଗା ଘରର ଫଟୋ ଦେଖାଇ ପ୍ରଶ୍ନ ପଚାରିଥିଲେ ବିଜେଡି ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ । ଯଦି ମହାପରୁଷଙ୍କ ସ୍ମୃତିକୁ ଆମେ ରକ୍ଷା ନ କରିପାରିବା ତେବେ କାହକୁ ନେଇ ଗର୍ବ କରିବା ବୋଲି ସେ ପ୍ରଶ୍ନ କରିଥିଲେ । ନବ ବାବୁଙ୍କ ଭଙ୍ଗା ଘର ସଂପର୍କରେ ତାଙ୍କ ଝିଅ କ୍ରିଷ୍ଣା ମହାନ୍ତି ବଡ଼ ଖବରରେ ପ୍ରତିକ୍ରିୟା ରଖିଛନ୍ତି । ପୂର୍ବରୁ ପ୍ରଶାସନ ଘର ଦେଖିଯାଇଥିଲା, କାମ ପାଇଁ ପ୍ରକ୍ରିୟା ବି ଆରମ୍ଭ ହୋଇଥିଲା, ହେଲେ କାମ ଆଗକୁ ବଢ଼ିପାରିନାହିଁ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି