Masthead

ବାବୁରେ ମୋ ଘରର କବାଟ କରାଇଦେବୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବାବୁରେ ମୋ ଘରର କବାଟ କରାଇଦେବୁ । ଶୀତ ହେଉଛି ବହୁତ କଷ୍ଟ ଲାଗୁଛି । ବୁଢୀ ଲୋକଟା ଶୀତ ସମ୍ଭାଳି ପାରୁନି । ହାତ ଯୋଡି ବୃଦ୍ଧା ଜଣଙ୍କ ବିଡିଓଙ୍କୁ ଗୁହାରି କରୁଛି । ବଡିଓ ବି ବୃଦ୍ଧାଙ୍କୁ ହାତ ଧରି କାର୍ଯ୍ୟାଳୟକୁ ନେଉଛନ୍ତି । ଏହେଉଛି ନବରଙ୍ଗପୁର ଜିଲ୍ଲା ତେନ୍ତୁଳୀଖୁଣ୍ଟି ବ୍ଲକର ବ୍ଲକ ଗୋଷ୍ଠୀ ଉନୟନ ଅଫିସର ଦୃଶ୍ୟ । ଅଫିସରେ ବିଡିଓ ଉପସ୍ଥିତ ଅଛନ୍ତି । ଅଫିସ ଭିତରକୁ ଆସୁଛନ୍ତି ଜଣେ ବୃଦ୍ଧା । ବୟସ ପାଖାପାଖି ୭୦ ପରେ ହେବ । କିଛି ଅଭିଯୋଗ ଆଣି ଆସିଛନ୍ତି । ବୃଦ୍ଧାଙ୍କ ବାଡ଼ି ଧରି ବିଡ଼ିଓ ମନୋଜ କୁମାର ପାଣିଗ୍ରାହୀ ଚେୟାରରେ ବସାଇ ଦଉଛନ୍ତି । ସମ୍ପୂର୍ଣ୍ଣ ଖବର ଜାଣିବା ପାଇଁ ଲିଙ୍କକୁ କ୍ଲିକ୍ କରନ୍ତୁ..

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା