Masthead

ଘାଟିରୁ ଖସିଲା ଅଟୋ, ୨ମୃତ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଘାଟିରେ ଏକ ଅଟୋ ଓଲଟି ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତ ସିନ୍ଧିପଡା ଗ୍ରାମର ଲୋକ ଏକ ଅଟୋ ଯୋଗେ ଚନ୍ଦାହାଣ୍ଡି ବ୍ଲକ କରାଡଙ୍ଗରି ଗ୍ରାମରେ ଏକ ଦଶାହ କାର୍ୟ୍ୟକ୍ରମକୁ ଯାଉଥିବା ବେଳେ ଚନ୍ଧାହାଣ୍ଡି ଘାଟିରେ ଅଟୋ ଭାରସାମ୍ୟ ହରାଇ ଓଲଟି ଯିବା ଫଳରେ ଘଟଣା ସ୍ଥଳରେ ହିଁ ୨ ଜଣ ମହିଳା ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ମହିଳା ଗୁରୁତର ହୋଇ ଝରିଗାଁ ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ଅନ୍ୟ ୧୦ଜଣ ସାମାନ୍ୟ ଆହତ ଅଛନ୍ତି ଓ ଏଥିରେ ୭ଜଣ ଶିଶୁ ଥିବାର ସୂଚନା ମିଳିଛି । ଗୋଟିଏ ଅଟୋରେ ୨୨ରୁ ଉର୍ଦ୍ଧ ଯାତ୍ରୀଙ୍କୁ ନେଇ ଅଟୋଟି ଯାଉଥିବାରୁ ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା