Masthead

ଜେଲ୍ ଗଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ

ସୁନ୍ଦରରଗଡ଼ (ବଡ଼ ଖବର ବ୍ୟୁରୋ): ୫ ଦିନିଆ ରିମାଣ୍ଡ ପରେ ଆଜି କୋର୍ଟରେ ହାଜର ହୋଇଥିଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ । ସୁନ୍ଦରଗଡ଼ ଜେଲ୍ ଗଲେ ପ୍ରଶାନ୍ତ ରାଉତ । ଭିଜିଲାନ୍ସ ଜାଲରେ ଧରାପଡିଥିବା ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ରିମାଣ୍ଡ ଅବଧି ଶେଷ ହୋଇଛି । ମେଡିକାଲ ଯାଂଚ ପରେ ସୁନ୍ଦରଗଡ଼ ଭିଜଲାନ୍ସ କୋର୍ଟରେ ହାଜର ହୋଇଥିଲେ ପ୍ରଶାନ୍ତ । ୫ ଦିନିଆ ରିମାଣ୍ଡରେ ନେଇ ଜେରା କରିଥିଲା ଭିଜିଲାନ୍ସ । କେଉଁଠୁ ଆସିଲା ଏତେ ସମ୍ପତ୍ତି ତାକୁ କରିଥିଲା ଖୋଳତାଡ଼ । ଭିଜିଲାନ୍ସ ରେଡ୍ ବେଳେ ତାଙ୍କ ଘରୁ ନଗଦ ୩ କୋଟି ଟଙ୍କା ଜବତ ହୋଇଥିଲା । ଆୟଠୁ ୫୦୬ ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ କରିଥିଲେ ପ୍ରଶାନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ