Masthead

ଚାକିରିରୁ ବିଦାହେଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ଚାକିରିରୁ ବିଦା ହେଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ।ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ବାଧ୍ୟତାମୂଳକ ଅବସର । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଚାକିରିରୁ ବିଦା ହେଲେ ପ୍ରଶାନ୍ତ । ଦୁଇ ଦିନ ତଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିଲେ । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଗିରଫ କରିଥିଲା ଭିଜିଲାନ୍ସ । ପ୍ରଶାନ୍ତଙ୍କ ପାଖରୁ ୩ କୋଟି ରୁ ଅଧିକ ନଗଦ ଟଙ୍କା ଜବତ ହୋଇଥିଲା । ପ୍ରଶାନ୍ତଙ୍କ ସମ୍ପୁର୍ଣ୍ଣ ସଂପତି ୫ କୋଟିରୁ ଅଧିକ । ଆୟ ଠାରୁ ୫୦୦ ଗୁଣ ଅଧିକ ସମ୍ପତି ଠୁଳ କରିଥିଲେ ସରକାରୀ ବାବୁ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ