Masthead

ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ରାଇଘର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ । ଉମରକୋଟ ନିକଟସ୍ଥ ଦର୍ଗାଗୁଡ଼ା ଠାରେ ଦୁର୍ଘଟଣାଗ୍ରସ୍ତ ହେଲା ଗାଡି । ଅସାବଧାନତା ଯୋଗୁଁ ଗାଡିର ଚକା ଫାଟିଯିବାରୁ ବିଲ ଭିତରକୁ ମାଡିଗଲା କାର୍ । ଅଳ୍ପକେ ବର୍ତ୍ତିଲେ ସାଂସଦ ରମେଶ ମାଝୀ । ଏଥିରେ ସାଂସଦ ସାମାନ୍ୟ ଆହତ ହୋଇଛନ୍ତି । ତାଙ୍କୁ ଉମରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଘରକୁ ଫେରିଛନ୍ତି । ଗତକାଲି ଦିଲ୍ଲୀରୁ ଅଧିବେଶନ ସାରି ଫେରୁଥିବା ବେଳେ ବିଳମ୍ବିତ ରାତିରେ ଘଟିଛି ଏଭଳି ଦୁର୍ଘଟଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ