Masthead

ଡ୍ରପ୍ ଆଉଟରେ ନବରଙ୍ଗପୁର ନମ୍ବର ୱାନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଅଧାରୁ ପାଠ ଛାଡୁଥିବା ପିଲାଙ୍କ ହାର କମିବାରେ ଲାଗିଛି । ଏ ସମ୍ପର୍କରେ ବିଧାନସଭାରେ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମନ୍ତ୍ରୀଙ୍କ କଥା ଅନୁସାରେ ରାଜ୍ୟରେ ଡ୍ରପ୍ ଆଉଟ୍ ହାର କମିଛି । ୨୦୧୮-୨୦୧୯ରେ ଡ୍ରପ୍ ଆଉଟ୍ ହାର ଥିଲା ୬.୯୩ ପ୍ରତିଶତ ।

ବର୍ତ୍ତମାନ ରହିଛି ୪.୭୫ ପ୍ରତିଶତ । ନବରଙ୍ଗପୁର ଜିଲ୍ଲାରେ ସର୍ବାଧିକ ପିଲା ଅଧାରୁ ପାଠ ଛାଡିଛନ୍ତି । ଏହି ଜିଲ୍ଲା ଡ୍ରପ୍ ଆଉଟ୍ ସର୍ବାଧିକ । ଗତବର୍ଷ ଏହି ଜିଲ୍ଲାରେ ଡ୍ରପ୍ ଆଉଟ୍ ୧୧.୨୧ ପ୍ରତିଶତ ଥିବା ବେଳେ ଚଳିତ ବର୍ଷ ରହିଛି ୧୩.୩୫ ପ୍ରତିଶତ । ଦ୍ୱିତୀୟରେ ରହିଛି ମାଲକାନଗିରି । ଏହି ଜିଲ୍ଲାର ଡ୍ରପ୍ ଆଉଟ୍ ରହିଛି ୧୩ ପ୍ରତିଶତ । ତୃତୀୟରେ ଗଜପତି ଜିଲ୍ଲା । ଏହି ଜିଲ୍ଳାର ଡ୍ରପ୍ ଆଉଟ୍ ହାର ୯.୩୮ ପ୍ରତିଶତ । ଗତବର୍ଷ ଥିଲା ୫.୯୧ ପ୍ରତିଶତ । ଏହାପରେ ରହିଛି କୋରାପୁଟ, ମୟୂରଭଞ୍ଜ, କନ୍ଧମାଳ, ନୂଆପଡା ଓ ସୁନ୍ଦରଗଡ଼ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି