ଘାଟିରୁ ଖସିଲା ଅଟୋ, ୨ମୃତ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଘାଟିରେ ଏକ ଅଟୋ ଓଲଟି ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତ ସିନ୍ଧିପଡା ଗ୍ରାମର ଲୋକ ଏକ ଅଟୋ ଯୋଗେ ଚନ୍ଦାହାଣ୍ଡି ବ୍ଲକ କରାଡଙ୍ଗରି ଗ୍ରାମରେ ଏକ ଦଶାହ କାର୍ୟ୍ୟକ୍ରମକୁ ଯାଉଥିବା ବେଳେ ଚନ୍ଧାହାଣ୍ଡି ଘାଟିରେ ଅଟୋ ଭାରସାମ୍ୟ ହରାଇ ଓଲଟି ଯିବା ଫଳରେ ଘଟଣା ସ୍ଥଳରେ ହିଁ ୨ ଜଣ ମହିଳା ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ମହିଳା ଗୁରୁତର ହୋଇ ଝରିଗାଁ ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ଅନ୍ୟ ୧୦ଜଣ ସାମାନ୍ୟ ଆହତ ଅଛନ୍ତି ଓ ଏଥିରେ ୭ଜଣ ଶିଶୁ ଥିବାର ସୂଚନା ମିଳିଛି । ଗୋଟିଏ ଅଟୋରେ ୨୨ରୁ ଉର୍ଦ୍ଧ ଯାତ୍ରୀଙ୍କୁ ନେଇ ଅଟୋଟି ଯାଉଥିବାରୁ ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!