Masthead

ନାଗକୁ ପୁଜିଲେ ମହିଳା

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲା ପଳାଷୋଳ ପଞ୍ଚାୟତର ମହିଳାମାନେ ଭକ୍ତି ଓ ନିଷ୍ଠାର ସହ ନାଗ ଚତୁର୍ଥୀ ପୂଜା ପାଳନ କରିତଛନ୍ତି । ମହିଳାମାନେ ସକାଳୁ ଉଠି ନିତ୍ୟକର୍ମ ସାରି ନୂତନ ବସ୍ତ୍ର ପରିଧାନ କରି ସ୍ଥାନୀୟ ଶିବମନ୍ଦିରକୁ ଯାଇ ମହାଦେବଙ୍କ ଆଶୀର୍ବାଦ ଭିକ୍ଷା କରିବା ସହ ନାଗରାଜ୍ ରହୁଥିବା ଗାତ ନିକଟରେ ପୂଜାର୍ଚ୍ଚନା କରିଥିଲେ । ମାନସିକଧାରୀ ମହିଳାମାନେ ଶିବମନ୍ଦିରରେ କ୍ଷୀର, ସୁନା, ରୁପା, ତମ୍ବା ନାଗମୂର୍ତ୍ତି ପ୍ରଦାନ କରିଥାନ୍ତି ।

ବିଶ୍ୱାସ ଅଛି ନାଗରାଜଙ୍କ ପାଖରେ ମାନସିକ କରି ପୂଜା କରିବା ଦ୍ୱାରା ଅପୁତ୍ରିକ ପୁତ୍ର ଲାଭ କରିବା ସହ ପରିବାରର ସମସ୍ତେ ଆରୋଗ୍ୟ ହୋଇଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ